Job 41:16 — Compare Translations
5 translations compared side by side
Odia - 1840
"ସଗେୁଡ଼ିକ ଏତେ ପାଖାପାଖି ଥାଏ ତା' ମଧିଅରେ ପବନ ମଧ୍ଯ ପଶିପା ରେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏକ ଆରେକର ଏତେ ନିକଟ ଯେ, ବାୟୁ ତହିଁରେ ପ୍ରବେଶ କରି ପାରେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେଗୁଡ଼ିକ ଏତେ ପାଖାପାଖି ଥାଏ ତା’ ମଧ୍ୟରେ ପବନ ମଧ୍ୟ ପଶିପାରେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏକଆରେକର ଏତେ ନିକଟ ଯେ, ବାୟୁ ତହିଁରେ ପ୍ରବେଶ କରିପାରେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏକ ଆରେକର ଏତେ ନିକଟ ଯେ, ବାୟୁ ତହିଁରେ ପ୍ରବେଶ କରି ପାରେ ନାହିଁ।