Job 41:17 — Compare Translations
5 translations compared side by side
Odia - 1840
"ସଗେୁଡ଼ିକ ଗୋଟିଏ ଅନ୍ୟ ସହିତ ସଂୟୁକ୍ତ ଅଛି। ସେସବୁ ଏମିତି ଏକତ୍ର ଲାଗି ରହିଛି ଯେ ତାକୁ ଅଲଗା କରାୟାଇ ପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାସବୁ ପରସ୍ପର ସଂଯୁକ୍ତ; ତାହାସବୁ ଏପରି ଏକତ୍ର ଲାଗି ରହିଅଛି ଯେ, ଭିନ୍ନ କରାଯାଇ ପାରେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେଗୁଡ଼ିକ ଗୋଟିଏ ଅନ୍ୟ ସହିତ ସଂଯୁକ୍ତ ଅଛି। ସେସବୁ ଏମିତି ଏକତ୍ର ଲାଗି ରହିଛି ଯେ ତାକୁ ଅଲଗା କରାଯାଇ ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାସବୁ ପରସ୍ପର ସଂଯୁକ୍ତ; ତାହାସବୁ ଏପରି ଏକତ୍ର ଲାଗି ରହିଅଛି ଯେ, ଭିନ୍ନ କରାଯାଇପାରେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତାହାସବୁ ପରସ୍ପର ସଂଯୁକ୍ତ; ତାହାସବୁ ଏପରି ଏକତ୍ର ଲାଗି ରହିଅଛି ଯେ, ଭିନ୍ନ କରାଯାଇ ପାରେ ନାହିଁ।