Job 41:18 — Compare Translations

5 translations compared side by side

Odia - 1840
"ଯେତବେେଳେ ସେ ଛିଙ୍କେ, ସେଥିରୁ ବିଜୁଳି ସଦୃଶ ଆଲୁଅ ବାହା ରେ, ତା'ର ଚକ୍ଷୁ ପ୍ରାତଃକାଳର ଆଲୁଅ ପରି ଝଟକେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ଛିଙ୍କରୁ ଆଲୁଅ ଝଟକେ ଓ ତାହାର ଚକ୍ଷୁ ଅରୁଣର ଚକ୍ଷୁପତା ସଦୃଶ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ସେ ଛିଙ୍କେ, ସେଥିରୁ ବିଜୁଳି ସଦୃଶ ଆଲୁଅ ବାହାରେ, ତା’ର ଚକ୍ଷୁ ପ୍ରାତଃକାଳର ଆଲୁଅ ପରି ଝଟକେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ଛିଙ୍କରୁ ଆଲୁଅ ଝଟକେ ଓ ତାହାର ଚକ୍ଷୁ ଅରୁଣର ଚକ୍ଷୁପତା ସଦୃଶ।
Odia IRV 2017 (ଓଡିଆ ବାଇବେଲ)
ତାହାର ଛିଙ୍କରୁ ଆଲୁଅ ଝଟକେ ଓ ତାହାର ଚକ୍ଷୁ ଅରୁଣର ଚକ୍ଷୁପତା ସଦୃଶ।