Job 41:19 — Compare Translations

5 translations compared side by side

Odia - 1840
"ତା'ର ମୁଖରୁ ଜ୍ବଳନ୍ତ ଅଗ୍ନିକଣାର ମଶାଲ ବିଦ୍ଯୁତ ପରିବାହକ ଦ୍ବାରା ଉତ୍ପନ୍ନ ଆଲୋକରେ ଝଲକ ନିଃସୃତ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ମୁଖରୁ ଜ୍ଵଳ; ମଶାଲ ନିର୍ଗତ ହୁଏ ଓ ଅଗ୍ନିକଣା ଉଡ଼େ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ର ମୁଖରୁ ଜ୍ୱଳନ୍ତ ଅଗ୍ନିକଣାର ମଶାଲ ବିଦ୍ୟୁତ୍ ପରିବାହକ ଦ୍ୱାରା ଉତ୍ପନ୍ନ ଆଲୋକରେ ଝଲକ ନିଃସୃତ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ମୁଖରୁ ଜ୍ୱଳନ୍ତ ମଶାଲ ନିର୍ଗତ ହୁଏ ଓ ଅଗ୍ନିକଣା ଉଡ଼େ।
Odia IRV 2017 (ଓଡିଆ ବାଇବେଲ)
ତାହାର ମୁଖରୁ ଜ୍ୱଳ; ମଶାଲ ନିର୍ଗତ ହୁଏ ଓ ଅଗ୍ନିକଣା ଉଡ଼େ।