Job 41:2 — Compare Translations
5 translations compared side by side
Odia - 1840
"ତୁମ୍ଭେ ତା' ନାକରେ ରସି ପୁରାଇ ପାରିବ କି? ତା'ର ଦାନ୍ତ ମାଢ଼ି ରେ ଅଙ୍କୁଶ ପୁରାଇ ପାରିବ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କି ତାହାର ନାସାରେ ଦଉଡ଼ି ଦେଇପାର? ଅବା ବଡ଼ଶୀରେ ତାହାର ଥୋମଣୀ ଫୋଡ଼ିପାର?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ତା’ ନାକରେ ରସି ପୁରାଇ ପାରିବ କି? ତା’ର ଦାନ୍ତ ମାଢ଼ିରେ ଅଙ୍କୁଶ ପୁରାଇ ପାରିବ କି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ କି ତାହାର ନାସାରେ ଦଉଡ଼ି ଦେଇ ପାର? ଅବା ଅଙ୍କୁଶରେ ତାହାର ଥୋମଣି ଫୋଡ଼ିପାର?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ କି ତାହାର ନାସାରେ ଦଉଡ଼ି ଦେଇପାର? ଅବା ଅଙ୍କୁଶରେ ତାହାର ଥୋମଣୀ ଫୋଡ଼ିପାର?