Job 41:20 — Compare Translations
5 translations compared side by side
Odia - 1840
"ତା'ର ନାକରୁ ଧୂଆଁ ବାହା ରେ ସତେ ଯମେିତି ରନ୍ଧା ହାଣ୍ଡିରୁ ଜଳନ୍ତା କୁଟା ବାମ୍ଫ ବାହା ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ରନ୍ଧାହାଣ୍ତିରୁ ଓ ଜ୍ଵଳ; ତୃଣରୁ, ସେପରି ତାହାର ନାସାରନ୍ଧ୍ରରୁ ଧୂମ ନିର୍ଗତ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ର ନାକରୁ ଧୂଆଁ ବାହାରେ ସତେ ଯେମିତି ରନ୍ଧା ହାଣ୍ଡିରୁ ଜଳନ୍ତା କୁଟା ବାମ୍ଫ ବାହାରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ରନ୍ଧାହାଣ୍ଡିରୁ ଓ ଜ୍ୱଳନ୍ତ ତୃଣରୁ, ସେପରି ତାହାର ନାସାରନ୍ଧ୍ରରୁ ଧୂମ ନିର୍ଗତ ହୁଏ।
Odia IRV 2017 (ଓଡିଆ ବାଇବେଲ)
ଯେପରି ରନ୍ଧାହାଣ୍ଡିରୁ ଓ ଜ୍ୱଳନ୍ତ ତୃଣରୁ, ସେପରି ତାହାର ନାସାରନ୍ଧ୍ରରୁ ଧୂମ ନିର୍ଗତ ହୁଏ।