Job 41:21 — Compare Translations
5 translations compared side by side
Odia - 1840
"ତା'ର ନିଶ୍ବାସ ଅଙ୍ଗାରକୁ ଜଳାଇ ପା ରେ। ତା' ମୁଖରୁ ଅଗ୍ନିଶିଖା ନିର୍ଗତ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ନିଶ୍ଵାସ ଅଙ୍ଗାର ଜ୍ଵଳାଏ ଓ ତାହାର ମୁଖରୁ ଅଗ୍ନିଶିଖା ନିର୍ଗତ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ର ନିଶ୍ୱାସ ଅଙ୍ଗାରକୁ ଜଳାଇ ପାରେ। ତା’ ମୁଖରୁ ଅଗ୍ନିଶିଖା ନିର୍ଗତ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ନିଶ୍ୱାସ ଅଙ୍ଗାର ଜ୍ୱଳାଏ ଓ ତାହାର ମୁଖରୁ ଅଗ୍ନିଶିଖା ନିର୍ଗତ ହୁଏ।
Odia IRV 2017 (ଓଡିଆ ବାଇବେଲ)
ତାହାର ନିଶ୍ୱାସ ଅଙ୍ଗାର ଜ୍ୱଳାଏ ଓ ତାହାର ମୁଖରୁ ଅଗ୍ନିଶିଖା ନିର୍ଗତ ହୁଏ।