Job 41:22 — Compare Translations
5 translations compared side by side
Odia - 1840
"ତା'ର ବକେ ବହୁତ ଶକ୍ତିଶାଳୀ। ଲୋକେ ତାକୁ ଦେଖିବା ମାତ୍ ରେ ତା' ନିକଟରୁ ଦୌଡ଼ି ପଳାଇ ୟାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ଗ୍ରୀବାରେ ଶକ୍ତି ଅବସ୍ଥିତି କରେ ଓ ତାହା ସମ୍ମୁଖରେ ତ୍ରାସ ନୃତ୍ୟ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ର ବେକ ବହୁତ ଶକ୍ତିଶାଳୀ। ଲୋକେ ତାକୁ ଦେଖିବା ମାତ୍ରେ ତା’ ନିକଟରୁ ଦୌଡ଼ି ପଳାଇଯା’ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ଗ୍ରୀବାରେ ଶକ୍ତି ଅବସ୍ଥିତି କରେ ଓ ତାହା ସମ୍ମୁଖରେ ତ୍ରାସ ନୃତ୍ୟ କରେ।
Odia IRV 2017 (ଓଡିଆ ବାଇବେଲ)
ତାହାର ଗ୍ରୀବାରେ ଶକ୍ତି ଅବସ୍ଥିତି କରେ ଓ ତାହା ସମ୍ମୁଖରେ ତ୍ରାସ ନୃତ୍ୟ କରେ।