Job 41:23 — Compare Translations

5 translations compared side by side

Odia - 1840
"ତା'ର ଚମଡ଼ାର କୌଣସି ସ୍ଥାନ ଦୁର୍ବଳ ନୁହେଁ, ଏହା ଲୁହାଭଳି ଶକ୍ତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ମାଂସର ପରସ୍ତ ଏକତ୍ର ସଂଯୁକ୍ତ ଥାଏ; ତାହାସବୁ ତାହା ଉପରେ ଦୃଢ଼ବଦ୍ଧ ଥାଏ; ତାହାସବୁ ଘୁଞ୍ଚାଯାଇ ପାରେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ର ଚମଡ଼ାର କୌଣସି ସ୍ଥାନ ଦୁର୍ବଳ ନୁହେଁ, ଏହା ଲୁହାଭଳି ଶକ୍ତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ମାଂସର ପରସ୍ତ ଏକତ୍ର ସଂଯୁକ୍ତ ଥାଏ; ତାହାସବୁ ତାହା ଉପରେ ଦୃଢ଼ବଦ୍ଧ ଥାଏ; ତାହାସବୁ ଘୁଞ୍ଚାଯାଇ ପାରେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତାହାର ମାଂସର ପରସ୍ତ ଏକତ୍ର ସଂଯୁକ୍ତ ଥାଏ; ତାହାସବୁ ତାହା ଉପରେ ଦୃଢ଼ବଦ୍ଧ ଥାଏ; ତାହାସବୁ ଘୁଞ୍ଚାଯାଇ ପାରେ ନାହିଁ।