Job 41:25 — Compare Translations
5 translations compared side by side
Odia - 1840
"ସେ ଯେତବେେଳେ ଉେଠ, ବଳବାନ ଲୋକମାନେ ମଧ୍ଯ ଭୟଭୀତ ହାଇୟୋନ୍ତି। ସେ ଯେତବେେଳେ ଲାଞ୍ଜ ବୁଲାଏ ସମାନେେ ଦୌଡ଼ି ପଳାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଉଠିଲେ, ବିକ୍ରମୀମାନେ ଭୟଗ୍ରସ୍ତ ହୁଅନ୍ତି; ଭୟ ସକାଶୁ ସେମାନେ ହତବୁଦ୍ଧି ହୁଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଯେତେବେଳେ ଉଠେ, ବଳବାନ ଲୋକମାନେ ମଧ୍ୟ ଭୟଭୀତ ହୋଇଯା’ନ୍ତି। ସେ ଯେତେବେଳେ ଲାଞ୍ଜ ବୁଲାଏ ସେମାନେ ଦୌଡ଼ି ପଳାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଉଠିଲେ, ବିକ୍ରମୀମାନେ ଭୟଗ୍ରସ୍ତ ହୁଅନ୍ତି; ଭୟ ସକାଶୁ ସେମାନେ ହତବୁଦ୍ଧି ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ଉଠିଲେ, ବିକ୍ରମୀମାନେ ଭୟଗ୍ରସ୍ତ ହୁଅନ୍ତି; ଭୟ ସକାଶୁ ସେମାନେ ହତବୁଦ୍ଧି ହୁଅନ୍ତି।