Job 41:26 — Compare Translations

5 translations compared side by side

Odia - 1840
"ଖଣ୍ଡା, ବର୍ଚ୍ଛା, ଏବଂ ଶୂଳ ଲିବିଯାଥନକୁ ବାଜେ, କିନ୍ତୁ କବଳେ ସେସବୁ ଡ଼ଇେଁ ପଡ଼ି ଫରେି ଆ ସେ। ସହେି ଅସ୍ତ୍ର ତାହାକୁ ଟିକେ ବି ଆଘାତ କରେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେହି ତାହା ଉପରେ ଖଡ଼୍‍ଗ ଲଗାଇଲେ, କିଛି ହୁଏ ନାହିଁ; ବର୍ଚ୍ଛା, ଶୂଳ କି ତୀକ୍ଷ୍ଣ ତୀର ବିଫଳ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ଖଣ୍ଡା, ବର୍ଚ୍ଛା, ଏବଂ ଶୂଳ ଲିବିୟାଥନକୁ ବାଜେ, କିନ୍ତୁ କେବଳ ସେସବୁ ଡେଇଁ ପଡ଼ି ଫେରି ଆସେ। ସେହି ଅସ୍ତ୍ର ତାହାକୁ ଟିକେ ବି ଆଘାତ କରେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେହି ତାହା ଉପରେ ଖଡ୍ଗ ଲଗାଇଲେ, କିଛି ହୁଏ ନାହିଁ; ବର୍ଚ୍ଛା, ଶୂଳ କି ତୀକ୍ଷ୍ଣ ତୀର ବିଫଳ ହୁଏ।
Odia IRV 2017 (ଓଡିଆ ବାଇବେଲ)
କେହି ତାହା ଉପରେ ଖଡ୍ଗ ଲଗାଇଲେ, କିଛି ହୁଏ ନାହିଁ; ବର୍ଚ୍ଛା, ଶୂଳ କି ତୀକ୍ଷ୍ଣ ତୀର ବିଫଳ ହୁଏ।