Job 41:27 — Compare Translations

5 translations compared side by side

Odia - 1840
"ସେ ଲୁହାକୁ କୁଟା ସଦୃଶ ଭାଙ୍ଗି ପକାଏ। ଏହା ତମ୍ବାକୁ ପଚାକାଠ ପରି ଭାଙ୍ଗି ପକାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଲୁହାକୁ କୁଟା ପରି ଓ ପିତ୍ତଳକୁ ସଢ଼ା କାଠ କରି ଗଣେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଲୁହାକୁ କୁଟା ସଦୃଶ ଭାଙ୍ଗି ପକାଏ। ଏହା ତମ୍ବାକୁ ପଗ୍ଭକାଠ ପରି ଭାଙ୍ଗି ପକାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଲୁହାକୁ କୁଟା ପରି ଓ ପିତ୍ତଳକୁ ସଢ଼ା କାଠ କରି ଗଣେ।
Odia IRV 2017 (ଓଡିଆ ବାଇବେଲ)
ସେ ଲୁହାକୁ କୁଟା ପରି ଓ ପିତ୍ତଳକୁ ସଢ଼ା କାଠ କରି ଗଣେ।