Job 41:28 — Compare Translations
5 translations compared side by side
Odia - 1840
"ତୀର ତାହାକୁ ଦଉଡ଼ାଇ ପା ରେ ନାହିଁ। ପଥର ଡ଼ଇେଁ ପଡ଼ି କୁଟା ପରି ଫରେିଆ ସେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୀର ତାହାକୁ ତଡ଼ାଇ ପାରେ ନାହିଁ ଓ ଛାଟିଣୀ-ପଥର ତାହା ପ୍ରତି ନଡ଼ା ପରି ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ତୀର ତାହାକୁ ଦଉଡ଼ାଇ ପାରେ ନାହିଁ। ପଥର ଡେଇଁ ପଡ଼ି କୁଟା ପରି ଫେରି ଆସେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୀର ତାହାକୁ ତଡ଼ାଇ ପାରେ ନାହିଁ ଓ ଛାଟିଣୀ ପଥର ତାହା ପ୍ରତି ନଡ଼ା ପରି ହୁଏ।
Odia IRV 2017 (ଓଡିଆ ବାଇବେଲ)
ତୀର ତାହାକୁ ତଡ଼ାଇ ପାରେ ନାହିଁ ଓ ଛାଟିଣୀ ପଥର ତାହା ପ୍ରତି ନଡ଼ା ପରି ହୁଏ।