Job 41:29 — Compare Translations

5 translations compared side by side

Odia - 1840
"ଯେତବେେଳେ ଗୋଟିଏ କାଠଗଡ଼ ତାକୁ ଆଘାତ କରେ, ସେ ଅନୁଭବ କରେ ଯେପରି ଏକ କୁଟା ତା' ଦହେ ରେ ଲାଗିଲା। ସେ ଅଟ୍ଟହାସ୍ଯ କରେ ଯେତବେେଳେ ଲୋକ ତାକୁ ବର୍ଚ୍ଛା ଫିଙ୍ଗନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗଦା ତୃଣ ତୁଲ୍ୟ ଗଣିତ ହୁଏ; ବର୍ଚ୍ଛା ବଳରେ ଆସିବା ବେଳେ ସେ ହସେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଗୋଟିଏ କାଠଗଡ଼ ତାକୁ ଆଘାତ କରେ, ସେ ଅନୁଭବ କରେ ଯେପରି ଏକ କୁଟା ତା’ ଦେହରେ ଲାଗିଲା। ସେ ଅଟ୍ଟହାସ୍ୟ କରେ ଯେତେବେଳେ ଲୋକ ତାକୁ ବର୍ଚ୍ଛା ଫିଙ୍ଗନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗଦା ତୃଣ ତୁଲ୍ୟ ଗଣିତ ହୁଏ; ବର୍ଚ୍ଛା ବଳରେ ଆସିବା ବେଳେ ସେ ହସେ।
Odia IRV 2017 (ଓଡିଆ ବାଇବେଲ)
ଗଦା ତୃଣ ତୁଲ୍ୟ ଗଣିତ ହୁଏ; ବର୍ଚ୍ଛା ବଳରେ ଆସିବା ବେଳେ ସେ ହସେ।