Job 41:30 — Compare Translations

5 translations compared side by side

Odia - 1840
"ତା'ର ତଳ ପଟରେ ଚମଡ଼ା ଶକ୍ତ ଭଙ୍ଗା ଖପରା ସଦୃଶ। ସେ କାଦୁଅ ରେ ଘୋଷାରି ହାଇେ ଗଲା ବେଳେ ବେଙ୍ଗଳା ରେ ବାଡ଼ଇବୋ ପରି ଚିହ୍ନ ଛାଡ଼ିୟାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ନିମ୍ନଭାଗ ତୀକ୍ଷ୍ଣ ଖପରା ପରି; ସେ କାଦୁଅ ଉପରେ କଣ୍ଟାର ମଇ ଚଳାଏ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ର ତଳ ପେଟର ଚମଡ଼ା ଶକ୍ତ ଭଙ୍ଗା ଖପରା ସଦୃଶ। ସେ କାଦୁଅରେ ଘୋଷାରି ହୋଇ ଗଲାବେଳେ ବେଙ୍ଗଳାରେ ବାଡ଼େଇବା ପରି ଚିହ୍ନ ଛାଡ଼ିଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ନିମ୍ନଭାଗ ତୀକ୍ଷ୍ଣ ଖପରା ପରି; ସେ କାଦୁଅ ଉପରେ କଣ୍ଟାର ମଇ ଚଳାଏ।
Odia IRV 2017 (ଓଡିଆ ବାଇବେଲ)
ତାହାର ନିମ୍ନଭାଗ ତୀକ୍ଷ୍ଣ ଖପରା ପରି; ସେ କାଦୁଅ ଉପରେ କଣ୍ଟାର ମଇ ଚଳାଏ।