Job 41:31 — Compare Translations

5 translations compared side by side

Odia - 1840
"ଲବେିଯାଥନ ପାଣିକୁ ଘାଣ୍ଟେ ହାଣ୍ଡି ଜଳ ଫୁଟିବା ପରି। ସେ ଫୋଟକା ତିଆରି କରେ, ଯେପରି ଗୋଟିଏ ହାଣ୍ଡି ରେ ତଲେ ଫୁଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଗଭୀର ଜଳକୁ ହାଣ୍ତି ଜଳ ପରି ଫୁଟାଏ; ସେ ସମୁଦ୍ରକୁ ଲେପ ପରି କରେ ।
Odia Bible ERV 2004 (ପବିତ୍ର ବାଇବଲ)
ଲେବିୟାଥନ ପାଣିକୁ ଘାଣ୍ଟେ ହାଣ୍ଡି ଜଳ ଫୁଟିବା ପରି। ସେ ଫୋଟକା ତିଆରି କରେ, ଯେପରି ଗୋଟିଏ ହାଣ୍ଡି ରେ ତେଲ ଫୁଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଗଭୀର ଜଳକୁ ହାଣ୍ଡି ଜଳ ପରି ଫୁଟାଏ; ସେ ସମୁଦ୍ରକୁ ଲେପ ପରି କରେ।
Odia IRV 2017 (ଓଡିଆ ବାଇବେଲ)
ସେ ଗଭୀର ଜଳକୁ ହାଣ୍ଡି ଜଳ ପରି ଫୁଟାଏ; ସେ ସମୁଦ୍ରକୁ ଲେପ ପରି କରେ।