Job 41:32 — Compare Translations

5 translations compared side by side

Odia - 1840
"ଲବେିଯାଥନ ଯେତବେେଳେ ତହିଁରେ ତା' ପେଛ ପେଛ ପଥ ଛାଡ଼ିୟାଏ। ସେ ପାଣିକୁ ଘାଣ୍ଟି ପକାଏ ଏବଂ ତା' ପଛ ଆଡ଼େ ଧଳାଫଣେ ଛାଡ଼ିୟାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ପଛେ ପଛେ ପଥ ଉଜ୍ଜ୍ଵଳ କରେ; କେହି ମନେ କରିପାରେ, ଜଳଧି ପକ୍ଵକେଶ ହେଲା;
Odia Bible ERV 2004 (ପବିତ୍ର ବାଇବଲ)
ଲେବିୟାଥନ ଯେତେବେଳେ ତହିଁରେ ତା’ ପଛେ ପଛେ ପଥ ଛାଡ଼ିଯାଏ। ସେ ପାଣିକୁ ଘାଣ୍ଟି ପକାଏ ଏବଂ ତା’ ପଛ ଆଡ଼େ ଧଳାଫେଣ ଛାଡ଼ିଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ପଛେ ପଛେ ପଥ ଉଜ୍ଜ୍ୱଳ କରେ; କେହି ମନେ କରିପାରେ, ଜଳଧି ପକ୍ୱକେଶ ହେଲା;
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ପଛେ ପଛେ ପଥ ଉଜ୍ଜ୍ୱଳ କରେ; କେହି ମନେ କରିପାରେ, ଜଳଧି ପକ୍ୱ କେଶ ହେଲା;