Job 41:33 — Compare Translations

5 translations compared side by side

Odia - 1840
"ପୃଥିବୀ ରେ ଲିବିଯାଥନ ପରି ଆଉ ଦ୍ବିତୀୟ ଜୀବ ନାହିଁ। ସେ ଏଭଳି ଏକ ପ୍ରାଣୀ, ଯାହାରକି କାହାରିକୁ ଭୟ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୃଥିବୀରେ ତାହା ପରି ଭୟରହିତ ହୋଇ କେହି ସୃଷ୍ଟ ହୋଇ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପୃଥିବୀରେ ଲିବିୟାଥନ ପରି ଆଉ ଦ୍ୱିତୀୟ ଜୀବ ନାହିଁ। ସେ ଏଭଳି ଏକ ପ୍ରାଣୀ, ଯେକି କାହାରିକୁ ଭୟ କରେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୃଥିବୀରେ ତାହା ପରି ଭୟରହିତ ହୋଇ କେହି ସୃଷ୍ଟ ହୋଇ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୃଥିବୀରେ ତାହା ପରି ଭୟରହିତ ହୋଇ କେହି ସୃଷ୍ଟ ହୋଇ ନାହିଁ।