Job 41:34 — Compare Translations

5 translations compared side by side

Odia - 1840
"ଲବେିଯାଥନ ସବୁଠାରୁ ଗର୍ବୀ, ପଶୁକୁ ବି ନୀଚ୍ଚ ଭାବରେ ଦେଖେ। ସେସବୁ ବଣୁଆ ଜନ୍ତୁମାନଙ୍କ ଉପରେ ରାଜା ଅଟେ ଓ ମୁଁ ସହେି ଲବେିଯାଥନକୁ ସୃଷ୍ଟି କରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସକଳ ଉଚ୍ଚ ବିଷୟ ଦେଖେ, ସେ ଯାବତୀୟ ଗର୍ବର ସନ୍ତାନଗଣ ଉପରେ ରାଜା ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ଲେବିୟାଥନ ସବୁଠାରୁ ଗର୍ବୀ ପଶୁକୁ ବି ନୀଚ୍ଚ ଭାବରେ ଦେଖେ। ସେସବୁ ବଣୁଆ ଜନ୍ତୁମାନଙ୍କ ଉପରେ ରାଜା ଅଟେ ଓ ମୁଁ ସେହି ଲେବିୟାଥନକୁ ସୃଷ୍ଟି କରିଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସକଳ ଉଚ୍ଚ ବିଷୟ ଦେଖେ, ସେ ଯାବତୀୟ ଗର୍ବର ସନ୍ତାନଗଣ ଉପରେ ରାଜା ଅଟେ।”
Odia IRV 2017 (ଓଡିଆ ବାଇବେଲ)
ସେ ସକଳ ଉଚ୍ଚ ବିଷୟ ଦେଖେ, ସେ ଯାବତୀୟ ଗର୍ବର ସନ୍ତାନଗଣ ଉପରେ ରାଜା ଅଟେ।