Job 41:7 — Compare Translations
5 translations compared side by side
Odia - 1840
"ତୁମ୍ଭେ ତା'ର ଚମଡ଼ା ଓ ମୁଣ୍ଡକୁ ବର୍ଚ୍ଛା ମାରିପାରିବ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କି ଲୌହ ଅଙ୍କୁଶରେ ତାହାର ଚର୍ମ, ଅବା ତେଣ୍ଟାରେ ତାହାର ମସ୍ତକ ବିନ୍ଧିପାର?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ତା’ର ଚମଡ଼ା ଓ ମୁଣ୍ଡକୁ ବର୍ଚ୍ଛା ମାରିପାରିବ କି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ କି ଲୌହ ଅଙ୍କୁଶରେ ତାହାର ଚର୍ମ, ଅବା ତେଣ୍ଟାରେ ତାହାର ମସ୍ତକ ବିନ୍ଧିପାର?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ କି ଲୌହ ଅଙ୍କୁଶରେ ତାହାର ଚର୍ମ, ଅବା ତେଣ୍ଟାରେ ତାହାର ମସ୍ତକ ବିନ୍ଧିପାର?