Job 41:8 — Compare Translations

5 translations compared side by side

Odia - 1840
"ଆୟୁବ, ତୁମ୍ଭେ ଯଦି ଥରେ ମାତ୍ର ଲିବିଯାଥନ ଉପରେ ହାତ ରଖ, ତୁମ୍ଭେ କବେେ ଆଉଥରେ କରିବ ନାହିଁ! ଭାବ ସେ କି ପ୍ରକାର ୟୁଦ୍ଧ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ଉପରେ ତୁମ୍ଭେ ହସ୍ତକ୍ଷେପ କର; ଯୁଦ୍ଧ ସ୍ମରଣ କର, ପୁଣି ସେପରି ଆଉ କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ଆୟୁବ, ତୁମ୍ଭେ ଯଦି ଥରେ ମାତ୍ର ଲିବିୟାଥନ ଉପରେ ହାତ ରଖ, ତୁମ୍ଭେ କେବେ ଆଉଥରେ କରିବ ନାହିଁ! ଭାବ ସେ କି ପ୍ରକାର ଯୁଦ୍ଧ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ଉପରେ ତୁମ୍ଭେ ହସ୍ତକ୍ଷେପ କର; ଯୁଦ୍ଧ ସ୍ମରଣ କର, ପୁଣି ସେପରି ଆଉ କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତାହା ଉପରେ ତୁମ୍ଭେ ହସ୍ତକ୍ଷେପ କର; ଯୁଦ୍ଧ ସ୍ମରଣ କର, ପୁଣି ସେପରି ଆଉ କର ନାହିଁ।