Job 41:9 — Compare Translations

5 translations compared side by side

Odia - 1840
"ତୁମ୍ଭେ କ'ଣ ଭାବୁଛ ତୁମ୍ଭେ ତାକୁ ପରାସ୍ତ କରିପାରିବ? ଭୁଲି ୟାଅ! କୌଣସି ଭରସା ନାହିଁ! ତା' ପ୍ରତି ଅନାଇଲେ ତୁମ୍ଭେ ଭୟଭୀତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ତାହା ବିଷୟକ ପ୍ରତ୍ୟାଶା ବୃଥା; କେହି ତାହାକୁ ଦେଖିବାମାତ୍ର କି ତଳେ ପଡ଼ିଯିବ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ କ’ଣ ଭାବୁଛ ତୁମ୍ଭେ ତାକୁ ପରାସ୍ତ କରି ପାରିବ? ଭୁଲି ଯାଅ! କୌଣସି ଭରସା ନାହିଁ! ତା’ ପ୍ରତି ଅନାଇଲେ ତୁମ୍ଭେ ଭୟଭୀତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ତାହା ବିଷୟକ ପ୍ରତ୍ୟାଶା ବୃଥା; କେହି ତାହାକୁ ଦେଖିବାମାତ୍ର କି ତଳେ ପଡ଼ିଯିବ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଦେଖ, ତାହା ବିଷୟକ ପ୍ରତ୍ୟାଶା ବୃଥା; କେହି ତାହାକୁ ଦେଖିବା ମାତ୍ର କି ତଳେ ପଡ଼ିଯିବ ନାହିଁ?