Job 42:1 — Compare Translations
5 translations compared side by side
Odia - 1840
"ତା'ପରେ ଆୟୁବ ସଦାପ୍ରଭୁଙ୍କୁ ଉତ୍ତର ଦଇେ କହିଲା,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଆୟୁବ ସଦାପ୍ରଭୁଙ୍କୁ ଉତ୍ତର ଦେଇ କହିଲା,
Odia Bible ERV 2004 (ପବିତ୍ର ବାଇବଲ)
ଆୟୁବ ସଦାପ୍ରଭୁଙ୍କୁ ଉତ୍ତର ଦେଲା ତା’ପରେ ଆୟୁବ ସଦାପ୍ରଭୁଙ୍କୁ ଉତ୍ତର ଦେଇ କହିଲା,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଆୟୁବ ସଦାପ୍ରଭୁଙ୍କୁ ଉତ୍ତର ଦେଇ କହିଲା,
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଆୟୁବ ସଦାପ୍ରଭୁଙ୍କୁ ଉତ୍ତର ଦେଇ କହିଲା,