Job 42:10 — Compare Translations
5 translations compared side by side
Odia - 1840
"ଆୟୁବ ତା'ର ବନ୍ଧୁମାନଙ୍କ ପାଇଁ ପ୍ରାର୍ଥନା କଲା। ତା'ପରେ ସଦାପ୍ରଭୁ ଆୟୁବକୁ ପୁଣି ସୌଭାଗ୍ଯ ଆଣି ଦେଲେ। ଆୟୁବର ପୂର୍ବରୁ ଯାହା ଥିଲା ତା'ର ଦୁଇଗୁଣ ସେ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆୟୁବ ଆପଣା ମିତ୍ରମାନଙ୍କ ପାଇଁ ପ୍ରାର୍ଥନା କରନ୍ତେ, ସଦାପ୍ରଭୁ ତାହାର ବନ୍ଦୀ ଅବସ୍ଥା ପରିବର୍ତ୍ତନ କଲେ; ପୁଣି, ସଦାପ୍ରଭୁ ଆୟୁବକୁ ତାହାର ପୂର୍ବ ସମ୍ପଦର ଦ୍ଵିଗୁଣ ପ୍ରଦାନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆୟୁବ ତା’ର ବନ୍ଧୁମାନଙ୍କ ପାଇଁ ପ୍ରାର୍ଥନା କଲା। ତା’ପରେ ସଦାପ୍ରଭୁ ଆୟୁବକୁ ପୁଣି ସୌଭାଗ୍ୟ ଆଣି ଦେଲେ। ଆୟୁବର ପୂର୍ବରୁ ଯାହା ଥିଲା ତା’ର ଦୁଇଗୁଣ ସେ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆୟୁବ ଆପଣା ମିତ୍ରମାନଙ୍କ ପାଇଁ ପ୍ରାର୍ଥନା କରନ୍ତେ, ସଦାପ୍ରଭୁ ତାହାର ବନ୍ଦୀ ଅବସ୍ଥା ପରିବର୍ତ୍ତନ କଲେ; ପୁଣି, ସଦାପ୍ରଭୁ ଆୟୁବକୁ ତାହାର ପୂର୍ବ ସମ୍ପଦର ଦ୍ୱିଗୁଣ ପ୍ରଦାନ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆୟୁବ ଆପଣା ମିତ୍ରମାନଙ୍କ ପାଇଁ ପ୍ରାର୍ଥନା କରନ୍ତେ, ସଦାପ୍ରଭୁ ତାହାର ବନ୍ଦୀ ଅବସ୍ଥା ପରିବର୍ତ୍ତନ କଲେ; ପୁଣି, ସଦାପ୍ରଭୁ ଆୟୁବକୁ ତାହାର ପୂର୍ବ ସମ୍ପଦର ଦ୍ୱିଗୁଣ ପ୍ରଦାନ କଲେ।