Job 42:11 — Compare Translations

5 translations compared side by side

Odia - 1840
"ତା'ପରେ ଆୟୁବର ଭାଇମାନେ, ଭଉଣୀମାନେ, ଯେଉଁ ଲୋକମାନେ ଆୟୁବକୁ ଜାଣିଥିଲେ, ସମସ୍ତେ ତା' ଘରକୁ ଆସିଲେ। ସମାନେେ ସମସ୍ତେ ଆୟୁବର ଘ ରେ ଏକ ବଡ଼ ଭୋଜି ରେ ୟୋଗ ଦେଲେ। ସମାନେେ ଆୟୁବକୁ ସାନ୍ତ୍ବନା ଦେଲେ। ସମାନେେ ଦୁଃଖ ପ୍ରକାଶ କଲେ, କାରଣ ପରମେଶ୍ବର ଆୟୁବ ପାଇଁ ବହୁତ କଷ୍ଟ ଦେଲେ। ପ୍ରେତ୍ୟକକ ବ୍ଯକ୍ତି ଆୟୁବକୁ ଖଣ୍ଡେ ରୂପା ଓ ଗୋଟିଏ ସୁନାମୁଦି ପ୍ରଦାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଆୟୁବର ସମସ୍ତ ଭ୍ରାତା ଓ ସମସ୍ତ ଭଗିନୀ ଓ ତାହାର ପୂର୍ବ ପରିଚିତ ସମସ୍ତେ ତାହା ନିକଟକୁ ଆସି ତାହାର ଗୃହରେ ତାହା ସଙ୍ଗେ ଭୋଜନ କଲେ; ଆଉ, ସଦାପ୍ରଭୁ ତାହା ଉପରେ ଯେସବୁ ବିପଦ ଘଟାଇଥିଲେ, ତହିଁ ସକାଶୁ ସେମାନେ ଦୁଃଖ ପ୍ରକାଶ କରି ତାହାକୁ ସାନ୍ତ୍ଵନା କଲେ; ମଧ୍ୟ ପ୍ରତ୍ୟେକ ଲୋକ ଏକ ଏକ କସୀତା ମୁଦ୍ରା ଓ ପ୍ରତ୍ୟେକେ ଏକ ଏକ ସୁବର୍ଣ୍ଣ ମୁଦ୍ରିକା ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଆୟୁବର ଭାଇମାନେ, ଭଉଣୀମାନେ, ଯେଉଁ ଲୋକମାନେ ଆୟୁବକୁ ଜାଣିଥିଲେ, ସମସ୍ତେ ତା’ ଘରକୁ ଆସିଲେ। ସେମାନେ ସମସ୍ତେ ଆୟୁବର ଘରେ ଏକ ବଡ଼ ଭୋଜିରେ ଯୋଗ ଦେଲେ। ସେମାନେ ଆୟୁବକୁ ସାନ୍ତ୍ୱନା ଦେଲେ। ସେମାନେ ଦୁଃଖ ପ୍ରକାଶ କଲେ, କାରଣ ପରମେଶ୍ୱର ଆୟୁବ ପାଇଁ ବହୁତ କଷ୍ଟ ଦେଲେ। ପ୍ରତ୍ୟେକ ବ୍ୟକ୍ତି ଆୟୁବକୁ ଖଣ୍ଡେ ରୂପା ଓ ଗୋଟିଏ ସୁନାମୁଦି ପ୍ରଦାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଆୟୁବର ସମସ୍ତ ଭ୍ରାତା ଓ ସମସ୍ତ ଭଗିନୀ ଓ ତାହାର ପୂର୍ବ ପରିଚିତ ସମସ୍ତେ ତାହା ନିକଟକୁ ଆସି ତାହାର ଗୃହରେ ତାହା ସଙ୍ଗେ ଭୋଜନ କଲେ; ଆଉ, ସଦାପ୍ରଭୁ ତାହା ଉପରେ ଯେସବୁ ବିପଦ ଘଟାଇଥିଲେ, ତହିଁ ସକାଶୁ ସେମାନେ ଦୁଃଖ ପ୍ରକାଶ କରି ତାହାକୁ ସାନ୍ତ୍ୱନା କଲେ; ମଧ୍ୟ ପ୍ରତ୍ୟେକ ଲୋକ ଏକ ଏକ କସୀତା ମୁଦ୍ରା ଓ ପ୍ରତ୍ୟେକେ ଏକ ଏକ ସୁବର୍ଣ୍ଣ ମୁଦ୍ରିକା ଦେଲେ।
Odia IRV 2017 (ଓଡିଆ ବାଇବେଲ)