Job 42:12 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଆୟୁବକୁ ଅଧିକ ଆଶୀର୍ବାଦ କଲେ, ତାହାଠାରୁ ମଧ୍ଯ ଅଧିକ ୟହା ତା'ର ପ୍ରଥମ ଥିଲା। ଆୟୁବ 14,000 ମେଣ୍ଢା, 6,000 ଓଟ, 1,000 ହଳ ବଳଦ, 1,000 ମାଈ ଗଧ ପାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ସଦାପ୍ରଭୁ ଆୟୁବର ଆଦ୍ୟ ଅବସ୍ଥା ଅପେକ୍ଷା ଶେଷ ଅବସ୍ଥାକୁ ଅଧିକ ଆଶୀର୍ବାଦଯୁକ୍ତ କଲେ; ତହିଁରେ ତାହାର ଚଉଦ ହଜାର ମେଷ ଓ ଛଅ ହଜାର ଉଷ୍ଟ୍ର ଓ ଏକ ହଜାର ହଳ ବଳଦ ଓ ଏକ ହଜାର ଗର୍ଦ୍ଦଭୀ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଆୟୁବକୁ ଅଧିକ ଆଶୀର୍ବାଦ କଲେ, ତାହାଠାରୁ ମଧ୍ୟ ଅଧିକ ଯାହା ତା’ର ପ୍ରଥମ ଥିଲା। ଆୟୁବ 14,000 ମେଣ୍ଢା, 6000 ଓଟ, 1000 ହଳ ବଳଦ, 1000 ମାଈ ଗଧ ପାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ସଦାପ୍ରଭୁ ଆୟୁବର ଆଦ୍ୟ ଅବସ୍ଥା ଅପେକ୍ଷା ଶେଷ ଅବସ୍ଥାକୁ ଅଧିକ ଆଶୀର୍ବାଦଯୁକ୍ତ କଲେ; ତହିଁରେ ତାହାର ଚଉଦ ହଜାର ମେଷ ଓ ଛଅ ହଜାର ଉଷ୍ଟ୍ର ଓ ଏକ ହଜାର ହଳ ବଳଦ ଓ ଏକ ହଜାର ଗର୍ଦ୍ଦଭୀ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ସଦାପ୍ରଭୁ ଆୟୁବର ଆଦ୍ୟ ଅବସ୍ଥା ଅପେକ୍ଷା ଶେଷ ଅବସ୍ଥାକୁ ଅଧିକ ଆଶୀର୍ବାଦଯୁକ୍ତ କଲେ; ତହିଁରେ ତାହାର ଚଉଦ ହଜାର ମେଷ ଓ ଛଅ ହଜାର ଉଷ୍ଟ୍ର ଓ ଏକ ହଜାର ହଳ ବଳଦ ଓ ଏକ ହଜାର ଗର୍ଦ୍ଦଭୀ ହେଲେ।