Job 42:13 — Compare Translations
5 translations compared side by side
Odia - 1840
"ଆୟୁବ ସାତଟି ପୁତ୍ର ଓ ତିନିଟି ଝିଅ ଲାଭ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ତାହାର ସାତ ପୁତ୍ର ଓ ତିନି କନ୍ୟା ଜନ୍ମିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆୟୁବ ସାତୋଟି ପୁତ୍ର ଓ ତିନୋଟି ଝିଅ ଲାଭ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ତାହାର ସାତ ପୁତ୍ର ଓ ତିନି କନ୍ୟା ଜନ୍ମିଲେ।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ତାହାର ସାତ ପୁତ୍ର ଓ ତିନି କନ୍ୟା ଜନ୍ମିଲେ।