Job 42:14 — Compare Translations
5 translations compared side by side
Odia - 1840
"ଆୟୁବ ତା'ର ପ୍ରଥମ ଝିଅର ନାମ ୟିନୀମା, ଦ୍ବିତୀୟ ଝିଅର ନାମ କତସୀଯା ଓ ତୃତୀୟ ଝିଅର ନାମ କେ ରଣେ ହାପ୍ପୁକ୍ ରଖିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ପ୍ରଥମ କନ୍ୟାର ନାମ ଯିମୀମା ଓ ଦ୍ଵିତୀୟାର ନାମ କତ୍ସୀୟା ଓ ତୃତୀୟାର ନାମ କେରଣ-ହପ୍ପୁକ୍ ଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆୟୁବ ତା’ର ପ୍ରଥମ ଝିଅର ନାମ ଯିନୀମା, ଦ୍ୱିତୀୟ ଝିଅର ନାମ କତ୍ସୀୟା ଓ ତୃତୀୟ ଝିଅର ନାମ କେରଣହାପ୍ପୁକ୍ ରଖିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ପ୍ରଥମ କନ୍ୟାର ନାମ ଯିମୀମା ଓ ଦ୍ୱିତୀୟାର ନାମ କତ୍ସୀୟା ଓ ତୃତୀୟାର ନାମ କେରଣ-ହପ୍ପୁକ୍ ଦେଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ପ୍ରଥମ କନ୍ୟାର ନାମ ଯିମୀମା ଓ ଦ୍ୱିତୀୟାର ନାମ କତ୍ସୀୟା ଓ ତୃତୀୟାର ନାମ କେରଣ-ହପ୍ପୁକ୍ ଦେଲା।