Job 42:15 — Compare Translations

5 translations compared side by side

Odia - 1840
"ଆୟୁବର ଝିଅମାନେ ସେ ଦେଶର ସବୁଠାରୁ ସୁନ୍ଦରୀ ଥିଲେ ଏବଂ ତାଙ୍କର ପିତା ସମାନଙ୍କେୁ ଅଂଶ ଦେଲେ ତାଙ୍କ ଭାଇମାନଙ୍କ ସହିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଶଯାକରେ କୌଣସି ସ୍ତ୍ରୀ ଆୟୁବର କନ୍ୟାମାନଙ୍କ ପରି ରୂପବତୀ ନ ଥିଲେ; ଆଉ, ସେମାନଙ୍କ ପିତା ସେମାନଙ୍କ ଭ୍ରାତୃଗଣ ମଧ୍ୟରେ ସେମାନଙ୍କୁ ଅଧିକାର ଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆୟୁବର ଝିଅମାନେ ସେ ଦେଶର ସବୁଠାରୁ ସୁନ୍ଦରୀ ଥିଲେ ଏବଂ ତାଙ୍କର ପିତା ସେମାନଙ୍କୁ ଅଂଶ ଦେଲେ ତାଙ୍କ ଭାଇମାନଙ୍କ ସହିତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସାରା ଦେଶରେ କୌଣସି ସ୍ତ୍ରୀ ଆୟୁବର କନ୍ୟାମାନଙ୍କ ପରି ରୂପବତୀ ନ ଥିଲେ; ଆଉ, ସେମାନଙ୍କ ପିତା ସେମାନଙ୍କ ଭ୍ରାତୃଗଣ ମଧ୍ୟରେ ସେମାନଙ୍କୁ ଅଧିକାର ଦେଲା।
Odia IRV 2017 (ଓଡିଆ ବାଇବେଲ)
ସାରା ଦେଶରେ କୌଣସି ସ୍ତ୍ରୀ ଆୟୁବର କନ୍ୟାମାନଙ୍କ ପରି ରୂପବତୀ ନ ଥିଲେ; ଆଉ, ସେମାନଙ୍କ ପିତା ସେମାନଙ୍କ ଭ୍ରାତୃଗଣ ମଧ୍ୟରେ ସେମାନଙ୍କୁ ଅଧିକାର ଦେଲା।