Job 42:16 — Compare Translations
5 translations compared side by side
Odia - 1840
"ଏହାପରେ ଆୟୁବ 140 ବର୍ଷ ଅଧିକା ବଞ୍ଚିଲା। ସେ ନିଜର ପିଲାମାନଙ୍କର, ନାତିନାତୁଣୀମାନଙ୍କର ଚାରିପୁରୁଷ ପର୍ୟ୍ଯନ୍ତ ଦେଖିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଏଥି ଉତ୍ତାରେ ଆୟୁବ ଏକ ଶହ ଚାଳିଶ ବର୍ଷ ବଞ୍ଚି ଚାରି ପୁରୁଷଯାଏ ଆପଣାର ପୁତ୍ରପୌତ୍ର-ମାନଙ୍କୁ ଦେଖିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଆୟୁବ 140 ବର୍ଷ ଅଧିକା ବଞ୍ଚିଲା। ସେ ନିଜର ପିଲାମାନଙ୍କର, ନାତିନାତୁଣୀମାନଙ୍କର ଗ୍ଭରିପୁରୁଷ ପର୍ଯ୍ୟନ୍ତ ଦେଖିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଏଥିଉତ୍ତାରେ ଆୟୁବ ଏକ ଶହ ଚାଳିଶ ବର୍ଷ ବଞ୍ଚି ଚାରି ପିଢ଼ି ପର୍ଯ୍ୟନ୍ତ ଆପଣାର ପୁତ୍ରପୌତ୍ରମାନଙ୍କୁ ଦେଖିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଏଥିଉତ୍ତାରେ ଆୟୁବ ଏକ ଶହ ଚାଳିଶ ବର୍ଷ ବଞ୍ଚି ଚାରି ପିଢ଼ି ପର୍ଯ୍ୟନ୍ତ ଆପଣାର ପୁତ୍ରପୌତ୍ରମାନଙ୍କୁ ଦେଖିଲା।