Job 42:17 — Compare Translations
5 translations compared side by side
Odia - 1840
"ଏବଂ ଆୟୁବ ଦୀର୍ଘ ଓ ପୂର୍ଣ୍ଣ ଜୀବନ ବିତାଇବା ପରେ ବୃଦ୍ଧାବସ୍ଥା ରେ ମୃତ୍ଯୁବରଣ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଆୟୁବ ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ଆୟୁବ ଦୀର୍ଘ ଓ ପୂର୍ଣ୍ଣ ଜୀବନ ବିତାଇବା ପରେ ବୃଦ୍ଧାବସ୍ଥାରେ ମୃତ୍ୟୁବରଣ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଆୟୁବ ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କଲା।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଆୟୁବ ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କଲା।