Job 42:3 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ମାେତେ ପଚାରିଲ, 'କିଏ ଏହି ଜ୍ଞାନହୀନ ମଣିଷ, ୟିଏ ନିର୍ବୋଧ ଭଳି କଥା କହୁଛି।' ହେ ସଦାପ୍ରଭୁ, ମୁଁ ସହେି ବିଷଯ ରେ କହିଥିଲି, ଯାହା ମୁଁ ବୁଝି ନ ଥିଲି। ମୁଁ ସହେିସବୁ କଥା କହିଥିଲି ଯାହା ଏତେ ଆଶ୍ଚର୍ୟ୍ଯଜନକ ଯେ ତାହା ମାେ ବୁଝିବା ଶକ୍ତିର ବାହା ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜ୍ଞାନ ବିନା ମନ୍ତ୍ରଣା ଗୋପନକାରୀ ଏ କିଏ? ସତ୍ୟ, ମୁଁ ଯାହା ବୁଝିଲି ନାହିଁ, ଯେଉଁ ଅତି ଆଶ୍ଚର୍ଯ୍ୟ କଥା ଜାଣିଲି ନାହିଁ, ତାହା ହିଁ କହିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭେ ମୋତେ ପଗ୍ଭରିଲ, ‘କିଏ ଏହି ଜ୍ଞାନହୀନ ମଣିଷ, ଯିଏ ନିର୍ବୋଧ ଭଳି କଥା କହୁଛି?’ ହେ ସଦାପ୍ରଭୁ, ମୁଁ ସେହି ବିଷୟରେ କହିଥିଲି, ଯାହା ମୁଁ ବୁଝି ନ ଥିଲି। ମୁଁ ସେହିସବୁ କଥା କହିଥିଲି ଯାହା ଏତେ ଆଶ୍ଚର୍ଯ୍ୟଜନକ ଯେ ତାହା ମୋ’ ବୁଝିବା ଶକ୍ତିର ବାହାରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
‘ଜ୍ଞାନ ବିନା ମନ୍ତ୍ରଣା ଗୋପନକାରୀ ଏ କିଏ?’ ସତ୍ୟ, ମୁଁ ଯାହା ବୁଝିଲି ନାହିଁ, ଯେଉଁ ଅତି ଆଶ୍ଚର୍ଯ୍ୟ କଥା ଜାଣିଲି ନାହିଁ, ତାହା ହିଁ କହିଅଛି।
Odia IRV 2017 (ଓଡିଆ ବାଇବେଲ)
ଜ୍ଞାନ ବିନା ମନ୍ତ୍ରଣା ଗୋପନକାରୀ ଏ କିଏ? ସତ୍ୟ, ମୁଁ ଯାହା ବୁଝିଲି ନାହିଁ, ଯେଉଁ ଅତି ଆଶ୍ଚର୍ଯ୍ୟ କଥା ଜାଣିଲି ନାହିଁ, ତାହା ହିଁ କହିଅଛି।