Job 42:4 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ମାେତେ କହିଲ, 'ଶୁଣ ଆୟୁବ, ଆମ୍ଭେ ତୁମ୍ଭକୁ କହିବା। ଆମ୍ଭେ ତୁମ୍ଭକୁ ପ୍ରଶ୍ନ ପଚାରିବା ଓ ତୁମ୍ଭେ ତା'ର ଉତ୍ତର ଦବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିନୟ କରୁଅଛି, ଶୁଣ, ମୁଁ କଥା କହିବି; ମୁଁ ତୁମ୍ଭଙ୍କୁ ପ୍ରଶ୍ନ କରିବି, ଆଉ ତୁମ୍ଭେ ମୋତେ ବୁଝାଇ ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ସଦାପ୍ରଭୁ, ତୁମ୍ଭେ ମୋତେ କହିଲ, ‘ଶୁଣ ଆୟୁବ, ଆମ୍ଭେ ତୁମ୍ଭକୁ କହିବା। ଆମ୍ଭେ ତୁମ୍ଭକୁ ପ୍ରଶ୍ନ ପଗ୍ଭରିବା ଓ ତୁମ୍ଭେ ତା’ର ଉତ୍ତର ଦେବ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିନୟ କରୁଅଛି, ‘ଶୁଣ, ମୁଁ କଥା କହିବି; ମୁଁ ତୁମ୍ଭଙ୍କୁ ପ୍ରଶ୍ନ କରିବି, ଆଉ ତୁମ୍ଭେ ମୋତେ ବୁଝାଇ ଦିଅ।’
Odia IRV 2017 (ଓଡିଆ ବାଇବେଲ)
ବିନୟ କରୁଅଛି, ଶୁଣ, ମୁଁ କଥା କହିବି; ମୁଁ ତୁମ୍ଭଙ୍କୁ ପ୍ରଶ୍ନ କରିବି, ଆଉ ତୁମ୍ଭେ ମୋତେ ବୁଝାଇ ଦିଅ।