Job 42:5 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ଅତୀତ ରେ ମୁଁ ତୁମ୍ଭ ବିଷଯ ରେ ଶୁଣିଥିଲି। କିନ୍ତୁ ଆଜି ମୁଁ ସ୍ବଚକ୍ଷୁ ରେ ତୁମ୍ଭକୁ ଦେଖିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ କର୍ଣ୍ଣରେ ତୁମ୍ଭ ବିଷୟ ଶୁଣିଥିଲି; ମାତ୍ର ଏବେ ମୋହର ଚକ୍ଷୁ ତୁମ୍ଭଙ୍କୁ ଦେଖୁଅଛି,
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ଅତୀତରେ ମୁଁ ତୁମ୍ଭ ବିଷୟରେ ଶୁଣିଥିଲି। କିନ୍ତୁ ଆଜି ମୁଁ ସ୍ୱଚକ୍ଷୁରେ ତୁମ୍ଭକୁ ଦେଖିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ କର୍ଣ୍ଣରେ ତୁମ୍ଭ ବିଷୟ ଶୁଣିଥିଲି; ମାତ୍ର ଏବେ ମୋହର ଚକ୍ଷୁ ତୁମ୍ଭଙ୍କୁ ଦେଖୁଅଛି,
Odia IRV 2017 (ଓଡିଆ ବାଇବେଲ)
ମୁଁ କର୍ଣ୍ଣରେ ତୁମ୍ଭ ବିଷୟ ଶୁଣିଥିଲି; ମାତ୍ର ଏବେ ମୋହର ଚକ୍ଷୁ ତୁମ୍ଭଙ୍କୁ ଦେଖୁଅଛି,