Job 42:6 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ମୁଁ ଫେ ରଇେ ନେଉଛି ଯାହା ମୁଁ କହିଥିଲି। ହେ ସଦାପ୍ରଭୁ, ମୁଁ ବଡ଼ ଖଦେିତ ଯେପରି ମୁଁ ଧୂଳି ଓ ପାଉଁଶ ଉପରେ ବସିଛି। ମୁଁ ମାରେମନ ପରିବର୍ତ୍ତନ କରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ମୁଁ ଆପଣାକୁ ଘୃଣା କରୁଅଛି, ପୁଣି ଧୂଳି ଓ ଭସ୍ମରେ ବସି ଅନୁତାପ କରୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୁଁ ଫେରେଇ ନେଉଛି ଯାହା ମୁଁ କହିଥିଲି। ହେ ସଦାପ୍ରଭୁ, ମୁଁ ବଡ଼ ଖେଦିତ ଯେପରି ମୁଁ ଧୂଳି ଓ ପାଉଁଶ ଉପରେ ବସିଛି। ମୁଁ ମୋର ମନ ପରିବର୍ତ୍ତନ କରିଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ମୁଁ ଆପଣାକୁ ଘୃଣା କରୁଅଛି, ପୁଣି ଧୂଳି ଓ ଭସ୍ମରେ ବସି ଅନୁତାପ କରୁଅଛି।”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ମୁଁ ଆପଣାକୁ ଘୃଣା କରୁଅଛି, ପୁଣି ଧୂଳି ଓ ଭସ୍ମରେ ବସି ଅନୁତାପ କରୁଅଛି।