Job 42:7 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଆୟୁବ ସହିତ କଥା ଶଷେ କଲା ପରେ ସେ ତୈମନୀଯ ଇଲୀଫସ୍ ସହିତ କଥା ହେଲେ। ସଦାପ୍ରଭୁ ଇଲୀଫସକୁ କହିଲେ, ଆମ୍ଭେ ତୁମ୍ଭ ଉପରେ ଓ ତୁମ୍ଭର ଦୁଇ ବନ୍ଧୁଙ୍କ ଉପରେ କୋରଧିତ। କାହିଁକି? କାରଣ ତୁମ୍ଭେ ଆମ୍ଭ ବିଷଯ ରେ ଉଚିତ କଥା କହି ନାହଁ। କିନ୍ତୁ ଆୟୁବ ଆମ୍ଭର ଆଶ୍ରିତ। ଆୟୁବ ଆମ୍ଭ ବିଷଯ ରେ ଉଚିତ୍ କଥା କହିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଆୟୁବକୁ ଏହିସବୁ କଥା କହିଲା ଉତ୍ତାରେ, ସଦାପ୍ରଭୁ ତୈମନୀୟ ଇଲୀଫସ୍କୁ କହିଲେ, ତୁମ୍ଭ ପ୍ରତି ଓ ତୁମ୍ଭର ଦୁଇ ମିତ୍ର ପ୍ରତି ଆମ୍ଭର କୋପ ପ୍ରଜ୍ଵଳିତ ହୋଇଅଛି; କାରଣ ତୁମ୍ଭେମାନେ ଆମ୍ଭ ଦାସ ଆୟୁବ ପରି ଆମ୍ଭ ବିଷୟରେ ଯଥାର୍ଥ କଥା କହି ନାହଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଆୟୁବକୁ ତା’ର ସମ୍ପତ୍ତି ଫେରାଇ ଦେଲେ ସଦାପ୍ରଭୁ ଆୟୁବ ସହିତ କଥା ଶେଷ କଲା ପରେ ସେ ତୈମନୀୟ ଇଲୀଫସ୍ ସହିତ କଥା ହେଲେ। ସଦାପ୍ରଭୁ ଇଲିଫସ୍କୁ କହିଲେ, “ଆମ୍ଭେ ତୁମ୍ଭ ଉପରେ ଓ ତୁମ୍ଭର ଦୁଇ ବନ୍ଧୁଙ୍କ ଉପରେ କ୍ରୋଧିତ। କାରଣ ତୁମ୍ଭେ ଆମ୍ଭ ବିଷୟରେ ଉଚିତ୍ କଥା କହି ନାହଁ। କିନ୍ତୁ ଆୟୁବ ଆମ୍ଭର ଆଶ୍ରିତ। ଆୟୁବ ଆମ୍ଭ ବିଷୟରେ ଉଚିତ୍ କଥା କହିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଆୟୁବକୁ ଏହିସବୁ କଥା କହିଲା ଉତ୍ତାରେ, ସଦାପ୍ରଭୁ ତୈମନୀୟ ଇଲୀଫସ୍କୁ କହିଲେ, “ତୁମ୍ଭ ପ୍ରତି ଓ ତୁମ୍ଭର ଦୁଇ ମିତ୍ର ପ୍ରତି ଆମ୍ଭର କୋପ ପ୍ରଜ୍ୱଳିତ ହୋଇଅଛି; କାରଣ ତୁମ୍ଭେମାନେ ଆମ୍ଭ ଦାସ ଆୟୁବ ପରି ଆମ୍ଭ ବିଷୟରେ ଯଥାର୍ଥ କଥା କହି ନାହଁ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଆୟୁବକୁ ଏହିସବୁ କଥା କହିଲା ଉତ୍ତାରେ, ସଦାପ୍ରଭୁ ତୈମନୀୟ ଇଲୀଫସ୍କୁ କହିଲେ, “ତୁମ୍ଭ ପ୍ରତି ଓ ତୁମ୍ଭର ଦୁଇ ମିତ୍ର ପ୍ରତି ଆମ୍ଭର କୋପ ପ୍ରଜ୍ୱଳିତ ହୋଇଅଛି; କାରଣ ତୁମ୍ଭେମାନେ ଆମ୍ଭ ଦାସ ଆୟୁବ ପରି ଆମ୍ଭ ବିଷୟରେ ଯଥାର୍ଥ କଥା କହି ନାହଁ।