Job 42:8 — Compare Translations
5 translations compared side by side
Odia - 1840
"ତେଣୁ ବର୍ତ୍ତମାନ ଇଲୀଫସ୍ ସାତାଟେି ଷଣ୍ଢ ଓ ସାତାଟେି ମେଣ୍ଢା ନଇେ ମାେ ଭୃତ୍ଯ ଆୟୁବ ପାଖକୁ ୟାଅ। ତାହା ବଧକରି ନିଜ ପାଇଁ ହାମବେଳି ପରି ଉତ୍ସର୍ଗ କର। ଆମ୍ଭ ଦାସ ଆୟୁବ ତୁମ୍ଭ ପାଇଁ ପ୍ରାର୍ଥନା କରିବ ଏବଂ ଆମ୍ଭେ ପ୍ରାର୍ଥନାର ଉତ୍ତର ଦବୋ। ତା'ପରେ ଆମ୍ଭେ ତୁମ୍ଭକୁ ଦଣ୍ଡ ଦବୋ ନାହିଁ, ଯାହାର ତୁମ୍ଭେ ହକଦାର। ତୁମ୍ଭେ ଦଣ୍ଡ ପାଇବା ଉଚିତ୍, କାରଣ ତୁମ୍ଭେ ଅତି ନିର୍ ବୋଧ। ତୁମ୍ଭେ ଆମ୍ଭ ବିଷଯ ରେ ଉଚିତ କଥା କହି ନାହଁ। କିନ୍ତୁ ଆମ୍ଭର ଭୃତ୍ଯ ଆୟୁବ ଆମ୍ଭ ବିଷଯ ରେ ଉଚିତ୍ କଥା କହିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଏବେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ସାତ ବୃଷ ଓ ସାତ ମେଷ ନେଇ ଆମ୍ଭ ଦାସ ଆୟୁବ ନିକଟକୁ ଯାଅ ଓ ଆପଣାମାନଙ୍କ ନିମନ୍ତେ ହୋମବଳି ରୂପେ ତାହା ଉତ୍ସର୍ଗ କର, ତହିଁରେ ଆମ୍ଭ ଦାସ ଆୟୁବ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବ; କାରଣ ଆମ୍ଭେ ତାହାକୁ ଗ୍ରାହ୍ୟ କରି ତୁମ୍ଭମାନଙ୍କ ମୂର୍ଖତା ପ୍ରମାଣେ ତୁମ୍ଭମାନଙ୍କ ପ୍ରତି ବ୍ୟବହାର କରିବା ନାହିଁ; ଯେହେତୁ ତୁମ୍ଭେମାନେ ଆମ୍ଭ ଦାସ ଆୟୁବ ପରି ଆମ୍ଭ ବିଷୟରେ ଯଥାର୍ଥ କଥା କହି ନାହଁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ବର୍ତ୍ତମାନ ଇଲୀଫସ୍ ସାତୋଟି ଷଣ୍ଢ ଓ ସାତୋଟି ମେଣ୍ଢା ନେଇ ମୋ’ ଭୃତ୍ୟ ଆୟୁବ ପାଖକୁ ଯାଅ। ତାହା ବଧ କରି ନିଜ ପାଇଁ ହୋମବଳି ପରି ଉତ୍ସର୍ଗ କର। ଆମ୍ଭ ଦାସ ଆୟୁବ ତୁମ୍ଭ ପାଇଁ ପ୍ରାର୍ଥନା କରିବ ଏବଂ ଆମ୍ଭେ ପ୍ରାର୍ଥନାର ଉତ୍ତର ଦେବା। ତା’ପରେ ଆମ୍ଭେ ତୁମ୍ଭକୁ ଦଣ୍ଡ ଦେବା ନାହିଁ, ଯାହାର ତୁମ୍ଭେ ହକଦାର। ତୁମ୍ଭେ ଦଣ୍ଡ ପାଇବା ଉଚିତ୍, କାରଣ ତୁମ୍ଭେ ଅତି ନିର୍ବୋଧ। ତୁମ୍ଭେ ଆମ୍ଭ ବିଷୟରେ ଉଚିତ୍ କଥା କହି ନାହଁ। କିନ୍ତୁ ଆମ୍ଭର ଭୃତ୍ୟ ଆୟୁବ ଆମ୍ଭ ବିଷୟରେ ଉଚିତ୍ କଥା କହିଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଏବେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ସାତ ବୃଷ ଓ ସାତ ମେଷ ନେଇ ଆମ୍ଭ ଦାସ ଆୟୁବ ନିକଟକୁ ଯାଅ ଓ ଆପଣାମାନଙ୍କ ନିମନ୍ତେ ହୋମବଳି ରୂପେ ତାହା ଉତ୍ସର୍ଗ କର, ତହିଁରେ ଆମ୍ଭ ଦାସ ଆୟୁବ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବ; କାରଣ ଆମ୍ଭେ ତାହାକୁ ଗ୍ରାହ୍ୟ କରି ତୁମ୍ଭମାନଙ୍କ ମୂର୍ଖତା ପ୍ରମାଣେ ତୁମ୍ଭମାନଙ୍କ ପ୍ରତି ବ୍ୟବହାର କରିବା ନାହିଁ; ଯେହେତୁ ତୁମ୍ଭେମାନେ ଆମ୍ଭ ଦାସ ଆୟୁବ ପରି ଆମ୍ଭ ବିଷୟରେ ଯଥାର୍ଥ କଥା କହି ନାହଁ।”
Odia IRV 2017 (ଓଡିଆ ବାଇବେଲ)