Job 42:9 — Compare Translations
5 translations compared side by side
Odia - 1840
"ତେଣୁ ତୈମନୀଯ ଇଲୀଫସ୍, ଶୂହୀଯ ବିଲଦଦ୍ ଓ ନାମାଥୀଯ ସୋଫର ସଦାପ୍ରଭୁଙ୍କୁ ମାନିଲେ। ତା'ପରେ ସଦାପ୍ରଭୁ ଆୟୁବର ପ୍ରାର୍ଥନାର ଉତ୍ତର ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ତୈମନୀୟ ଇଲୀଫସ୍ ଓ ଶୂହୀୟ ବିଲ୍ଦଦ୍ ଓ ନାମାଥୀୟ ସୋଫର ଯାଇ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାପ୍ରମାଣେ କର୍ମ କଲେ; ପୁଣି, ସଦାପ୍ରଭୁ ଆୟୁବକୁ ଗ୍ରାହ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ତୈମନୀୟ ଇଲୀଫସ୍, ଶୂହୀୟ ବିଲଦଦ୍ ଓ ନାମାଥୀୟ ସୋଫର ସଦାପ୍ରଭୁଙ୍କୁ ମାନିଲେ। ତା’ପରେ ସଦାପ୍ରଭୁ ଆୟୁବର ପ୍ରାର୍ଥନାର ଉତ୍ତର ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ତୈମନୀୟ ଇଲୀଫସ୍ ଓ ଶୂହୀୟ ବିଲ୍ଦଦ୍ ଓ ନାମାଥୀୟ ସୋଫର ଯାଇ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ କର୍ମ କଲେ; ପୁଣି, ସଦାପ୍ରଭୁ ଆୟୁବକୁ ଗ୍ରାହ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ତୈମନୀୟ ଇଲୀଫସ୍ ଓ ଶୂହୀୟ ବିଲ୍ଦଦ୍ ଓ ନାମାଥୀୟ ସୋଫର ଯାଇ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ କର୍ମ କଲେ; ପୁଣି, ସଦାପ୍ରଭୁ ଆୟୁବକୁ ଗ୍ରାହ୍ୟ କଲେ।