Job 5:1 — Compare Translations
5 translations compared side by side
Odia - 1840
"ଆୟୁବ, ତୁମ୍ଭେ ତାଙ୍କୁ ଡାକ, ଯଦି ତୁମ୍ଭେ ଚାହୁଁଛ, କିନ୍ତୁ କହେି ତୁମ୍ଭକୁ ଉତ୍ତର ଦବୋକୁ ଏଠା ରେ ନାହିଁ। ତୁମ୍ଭେ ସ୍ବର୍ଗଦୂତମାନଙ୍କୁ ବଦଳାଇ ପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ଡାକ, ତୁମ୍ଭକୁ ଉତ୍ତର ଦେବାକୁ କʼଣ କେହି ଅଛି? ପୁଣି, ପବିତ୍ରଗଣ ମଧ୍ୟରୁ ତୁମ୍ଭେ କାହାର ଅନୁସରଣ କରିବ?
Odia Bible ERV 2004 (ପବିତ୍ର ବାଇବଲ)
“ଆୟୁବ, ତୁମ୍ଭେ ତାଙ୍କୁ ଡାକ, ଯଦି ତୁମ୍ଭେ ଗ୍ଭହୁଁଛ, କିନ୍ତୁ କେହି ତୁମ୍ଭକୁ ଉତ୍ତର ଦେବାକୁ ଏଠାରେ ନାହିଁ। ତୁମ୍ଭେ ସ୍ୱର୍ଗଦୂତମାନଙ୍କୁ ବଦଳାଇ ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ ଡାକ, ତୁମ୍ଭକୁ ଉତ୍ତର ଦେବାକୁ କʼଣ କେହି ଅଛି? ପୁଣି, ପବିତ୍ରଗଣ ମଧ୍ୟରୁ ତୁମ୍ଭେ କାହାର ଅନୁସରଣ କରିବ?
Odia IRV 2017 (ଓଡିଆ ବାଇବେଲ)
ଏବେ ଡାକ, ତୁମ୍ଭକୁ ଉତ୍ତର ଦେବାକୁ କ’ଣ କେହି ଅଛି? ପୁଣି, ପବିତ୍ରଗଣ ମଧ୍ୟରୁ ତୁମ୍ଭେ କାହାର ଅନୁସରଣ କରିବ?