Job 5:10 — Compare Translations
5 translations compared side by side
Odia - 1840
"ପରମେଶ୍ବର ପୃଥିବୀ ରେ ବର୍ଷ କରାନ୍ତି ଓ ଶସ୍ଯ କ୍ଷେତ୍ରକୁ ଜଳ ପ୍ରଦାନ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ପୃଥିବୀରେ ବୃଷ୍ଟି ପ୍ରଦାନ କରନ୍ତି ଓ କ୍ଷେତ୍ରକୁ ଜଳ ପଠାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ପୃଥିବୀରେ ବର୍ଷା କରାନ୍ତି ଓ ଶସ୍ୟକ୍ଷେତ୍ରକୁ ଜଳ ପ୍ରଦାନ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ପୃଥିବୀରେ ବୃଷ୍ଟି ପ୍ରଦାନ କରନ୍ତି ଓ କ୍ଷେତ୍ରକୁ ଜଳ ପଠାନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ପୃଥିବୀରେ ବୃଷ୍ଟି ପ୍ରଦାନ କରନ୍ତି ଓ କ୍ଷେତ୍ରକୁ ଜଳ ପଠାନ୍ତି।