Job 5:12 — Compare Translations
5 translations compared side by side
Odia - 1840
"ପରମେଶ୍ବର ମନ୍ଦ ଓ ଚତୁର ଲୋକର କାମନାକୁ ବ୍ଯର୍ଥ କରନ୍ତି ଏବଂ ସମାନଙ୍କେୁ ସଫଳତା ଦିଅନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଧୂର୍ତ୍ତମାନଙ୍କର କଳ୍ପନା ବ୍ୟର୍ଥ କରନ୍ତି, ତେଣୁ ସେମାନଙ୍କ ହସ୍ତ ସେମାନଙ୍କ କାର୍ଯ୍ୟ ସାଧନ କରି ପାରେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ମନ୍ଦ ଓ ଚତୁର ଲୋକର କାମନାକୁ ବ୍ୟର୍ଥ କରନ୍ତି ଏବଂ ସେମାନଙ୍କୁ ସଫଳତା ଦିଅନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଧୂର୍ତ୍ତମାନଙ୍କର କଳ୍ପନା ବ୍ୟର୍ଥ କରନ୍ତି, ତେଣୁ ସେମାନଙ୍କ ହସ୍ତ ସେମାନଙ୍କ କାର୍ଯ୍ୟ ସାଧନ କରିପାରେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ ଧୂର୍ତ୍ତମାନଙ୍କର କଳ୍ପନା ବ୍ୟର୍ଥ କରନ୍ତି, ତେଣୁ ସେମାନଙ୍କ ହସ୍ତ ସେମାନଙ୍କ କାର୍ଯ୍ୟ ସାଧନ କରି ପାରେ ନାହିଁ।