Job 5:13 — Compare Translations
5 translations compared side by side
Odia - 1840
"ପରମେଶ୍ବର ଚତୁର ଲୋକମାନଙ୍କୁ ମଧ୍ଯ ତାଙ୍କ ଫାନ୍ଦ ରେ ଧରନ୍ତି, ସମାନଙ୍କେର ଚତୁର ଯୋଜନା ସଫଳ କରାନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ବୁଦ୍ଧିମାନ ଲୋକଙ୍କୁ ସେମାନଙ୍କ ଧୂର୍ତ୍ତତାରେ ଧରନ୍ତି ଓ କୁଟିଳମନାମାନଙ୍କ ମନ୍ତ୍ରଣା ଶୀଘ୍ର ବିଫଳ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଚତୁର ଲୋକମାନଙ୍କୁ ମଧ୍ୟ ତାଙ୍କ ଫାନ୍ଦରେ ଧରନ୍ତି, ସେମାନଙ୍କର ଚତୁର ଯୋଜନା ସଫଳ କରାନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ବୁଦ୍ଧିମାନ ଲୋକଙ୍କୁ ସେମାନଙ୍କ ଧୂର୍ତ୍ତତାରେ ଧରନ୍ତି ଓ କୁଟିଳମନାମାନଙ୍କ ମନ୍ତ୍ରଣା ଶୀଘ୍ର ବିଫଳ ହୁଏ।
Odia IRV 2017 (ଓଡିଆ ବାଇବେଲ)
ସେ ବୁଦ୍ଧିମାନ ଲୋକଙ୍କୁ ସେମାନଙ୍କ ଧୂର୍ତ୍ତତାରେ ଧରନ୍ତି ଓ କୁଟିଳମନାମାନଙ୍କ ମନ୍ତ୍ରଣା ଶୀଘ୍ର ବିଫଳ ହୁଏ।