Job 5:14 — Compare Translations

5 translations compared side by side

Odia - 1840
"ସହେି ଚତୁର ଲୋକମାନେ ଦିନ ବେଳେ ଝୁଣ୍ଟି ପଡ଼ନ୍ତି, ଯେପରି କି ତାହା ଅନ୍ଧକାର, ମଧ୍ଯାହ୍ନ ରେ ମଧ୍ଯ ସମାନେେ ଏପରି ଲୋକପରି ରାସ୍ତା ଅଣ୍ଡାଳି ହୁଅନ୍ତି, ଯେପରି କି ତାହା ମଧ୍ଯରାତ୍ରୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଦିନ ବେଳେ ଅନ୍ଧକାରଗ୍ରସ୍ତ ହୁଅନ୍ତି, ପୁଣି ମଧ୍ୟାହ୍ନରେ ରାତ୍ରିକାଳର ନ୍ୟାୟ ଦରାଣ୍ତି ହୁଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଚତୁର ଲୋକମାନେ ଦିନ ବେଳେ ଝୁଣ୍ଟି ପଡ଼ନ୍ତି, ଯେପରି କି ତାହା ଅନ୍ଧକାର, ମଧ୍ୟାହ୍ନରେ ମଧ୍ୟ ସେମାନେ ଏପରି ଲୋକପରି ରାସ୍ତା ଅଣ୍ଡାଳି ହୁଅନ୍ତି, ଯେପରି କି ତାହା ମଧ୍ୟରାତ୍ରି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଦିନ ବେଳେ ଅନ୍ଧକାରଗ୍ରସ୍ତ ହୁଅନ୍ତି, ପୁଣି ମଧ୍ୟାହ୍ନରେ ରାତ୍ରିକାଳର ନ୍ୟାୟ ଦରାଣ୍ଡି ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଦିନ ବେଳେ ଅନ୍ଧକାରଗ୍ରସ୍ତ ହୁଅନ୍ତି, ପୁଣି ମଧ୍ୟାହ୍ନରେ ରାତ୍ରିକାଳର ନ୍ୟାୟ ଦରାଣ୍ଡି ହୁଅନ୍ତି।