Job 5:15 — Compare Translations

5 translations compared side by side

Odia - 1840
"ପରମେଶ୍ବର ଗରିବ ଲୋକମାନଙ୍କୁ ସହେି ଚତୁର ଲୋକଙ୍କର କଟୁବାକ୍ଯର ରକ୍ଷା କରନ୍ତି। ସେ ଗରିବ ଲୋକଙ୍କୁ ପରାକ୍ରମୀ ଲୋକ କବଳରୁ ଉଦ୍ଧାର କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେ ଦୀନହୀନକୁ ସେମାନଙ୍କ ଖଡ଼୍‍ଗରୂପ ମୁଖରୁ ଓ ପରାକ୍ରମୀମାନଙ୍କ ହସ୍ତରୁ ଉଦ୍ଧାର କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଗରିବ ଲୋକମାନଙ୍କୁ ସେହି ଚତୁର ଲୋକଙ୍କର କଟୁବାକ୍ୟରୁ ରକ୍ଷା କରନ୍ତି। ସେ ଗରିବ ଲୋକଙ୍କୁ ପରାକ୍ରମୀ ଲୋକ କବଳରୁ ଉଦ୍ଧାର କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେ ଦୀନହୀନକୁ ସେମାନଙ୍କ ଖଡ୍ଗରୂପ ମୁଖରୁ ଓ ପରାକ୍ରମୀମାନଙ୍କ ହସ୍ତରୁ ଉଦ୍ଧାର କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେ ଦୀନହୀନକୁ ସେମାନଙ୍କ ଖଡ୍ଗରୂପ ମୁଖରୁ ଓ ପରାକ୍ରମୀମାନଙ୍କ ହସ୍ତରୁ ଉଦ୍ଧାର କରନ୍ତି।