Job 5:16 — Compare Translations

5 translations compared side by side

Odia - 1840
"ସେଥିପାଇଁ ଗରିବ ଲୋକଙ୍କ ପାଇଁ ଭରସା ଅଛି ଓ ଅନ୍ଯାଯକାରୀ ନିଶ୍ଚଯ ନୀରବ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଦରିଦ୍ର ଭରସା ପାଏ ଓ ଧର୍ମ ନିଜ ମୁଖ ବନ୍ଦ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ସେଥିପାଇଁ ଗରିବ ଲୋକଙ୍କ ପାଇଁ ଭରସା ଅଛି ଓ ଅନ୍ୟାୟକାରୀ ନିଶ୍ଚୟ ନୀରବ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଦରିଦ୍ର ଭରସା ପାଏ ଓ ଅଧର୍ମ ନିଜ ମୁଖ ବନ୍ଦ କରେ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଦରିଦ୍ର ଭରସା ପାଏ ଓ ଅଧର୍ମ ନିଜ ମୁଖ ବନ୍ଦ କରେ।