Job 5:17 — Compare Translations

5 translations compared side by side

Odia - 1840
"ଯେଉଁ ମନୁଷ୍ଯକୁ ପରମେଶ୍ବର ସଂ ଶାଧେନ କରନ୍ତି, ସେ ଭାଗ୍ଯବାନ। ତେଣୁ ସହେି ସର୍ବଶକ୍ତିମାନ ପରମେଶ୍ବର ଯେତବେେଳେ ତୁମ୍ଭକୁ ଦଣ୍ଡ ଦିଅନ୍ତି, ତାଙ୍କ ବିରୁଦ୍ଧ ରେ ଅଭିଯୋଗ କରନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ପରମେଶ୍ଵର ଯାହାକୁ ଶାସନ କରନ୍ତି, ସେ ମନୁଷ୍ୟ ଧନ୍ୟ; ଏହେତୁ ତୁମ୍ଭେ ସର୍ବଶକ୍ତିମାନଙ୍କର ଶାସ୍ତି ତୁଚ୍ଛ ନ କର ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ମନୁଷ୍ୟକୁ ପରମେଶ୍ୱର ସଂଶୋଧନ କରନ୍ତି, ସେ ଭାଗ୍ୟବାନ୍। ତେଣୁ ସେହି ସର୍ବଶକ୍ତିମାନ ପରମେଶ୍ୱର ଯେତେବେଳେ ତୁମ୍ଭକୁ ଦଣ୍ଡ ଦିଅନ୍ତି, ତାଙ୍କ ବିରୁଦ୍ଧରେ ଅଭିଯୋଗ କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ପରମେଶ୍ୱର ଯାହାକୁ ଶାସନ କରନ୍ତି, ସେ ମନୁଷ୍ୟ ଧନ୍ୟ; ଏହେତୁ ତୁମ୍ଭେ ସର୍ବଶକ୍ତିମାନଙ୍କର ଶାସ୍ତି ତୁଚ୍ଛ ନ କର।
Odia IRV 2017 (ଓଡିଆ ବାଇବେଲ)
ଦେଖ, ପରମେଶ୍ୱର ଯାହାକୁ ଶାସନ କରନ୍ତି, ସେ ମନୁଷ୍ୟ ଧନ୍ୟ; ଏହେତୁ ତୁମ୍ଭେ ସର୍ବଶକ୍ତିମାନଙ୍କର ଶାସ୍ତି ତୁଚ୍ଛ ନ କର।