Job 5:18 — Compare Translations
5 translations compared side by side
Odia - 1840
"ପରମେଶ୍ବରଙ୍କ ଦଣ୍ଡ ରେ ଯେଉଁ କ୍ଷତ ହୁଏ ପୁଣି ସେ ନିଜେ ସମାନଙ୍କେର କ୍ଷତ ରେ ପଟି ବାନ୍ଧନ୍ତି। ପରମେଶ୍ବର ହୁଏତ ଜଣକୁ ଆଘାତ କରନ୍ତି କିନ୍ତୁ ତାଙ୍କ ହାତ ସୁସ୍ଥତା ମଧ୍ଯ ଆଣେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ କ୍ଷତ କରନ୍ତି ଓ ବାନ୍ଧନ୍ତି; ସେ ଆଘାତ କରନ୍ତି ଓ ତାହାଙ୍କ ହସ୍ତ ସୁସ୍ଥ କରଇ;
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ଦଣ୍ଡରେ ଯେଉଁ କ୍ଷତ ହୁଏ ପୁଣି ସେ ନିଜେ ସେମାନଙ୍କର କ୍ଷତରେ ପଟି ବାନ୍ଧନ୍ତି। ପରମେଶ୍ୱର ହୁଏତ ଜଣକୁ ଆଘାତ କରନ୍ତି, କିନ୍ତୁ ତାଙ୍କ ହାତ ସୁସ୍ଥତା ମଧ୍ୟ ଆଣେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେ କ୍ଷତ କରନ୍ତି ଓ ବାନ୍ଧନ୍ତି; ସେ ଆଘାତ କରନ୍ତି ଓ ତାହାଙ୍କ ହସ୍ତ ସୁସ୍ଥ କରଇ;
Odia IRV 2017 (ଓଡିଆ ବାଇବେଲ)
କାରଣ ସେ କ୍ଷତ କରନ୍ତି ଓ ବାନ୍ଧନ୍ତି; ସେ ଆଘାତ କରନ୍ତି ଓ ତାହାଙ୍କ ହସ୍ତ ସୁସ୍ଥ କରଇ;