Job 5:19 — Compare Translations
5 translations compared side by side
Odia - 1840
"ସେ ତୁମ୍ଭକୁ ବିପଦରୁ ଉଦ୍ଧାର କରିପାରିବେ। ହଁ, ଦରକାର ପଡ଼ିଲେ ବିନା ଆଘାତ ରେ ସାତାଟେି ଦୁର୍ବିପାକରୁ ରକ୍ଷା କରିପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଛଅଗୋଟି ସଙ୍କଟରୁ ତୁମ୍ଭକୁ ଉଦ୍ଧାର କରିବେ; ଆହୁରି, ସାତ ସଂକଟରୁ ତୁମ୍ଭକୁ କୌଣସି ଅମଙ୍ଗଳ ସ୍ପର୍ଶ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ତୁମ୍ଭକୁ ବିପଦରୁ ଉଦ୍ଧାର କରି ପାରିବେ। ହଁ, ଦରକାର ପଡ଼ିଲେ ବିନା ଆଘାତରେ ସାତୋଟି ଦୁର୍ବିପାକରୁ ରକ୍ଷା କରି ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଛଅଗୋଟି ସଙ୍କଟରୁ ତୁମ୍ଭକୁ ଉଦ୍ଧାର କରିବେ; ଆହୁରି, ସାତ ସଙ୍କଟରୁ ତୁମ୍ଭକୁ କୌଣସି ଅମଙ୍ଗଳ ସ୍ପର୍ଶ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ ଛଅଗୋଟି ସଙ୍କଟରୁ ତୁମ୍ଭକୁ ଉଦ୍ଧାର କରିବେ; ଆହୁରି, ସାତ ସଂକଟରୁ ତୁମ୍ଭକୁ କୌଣସି ଅମଙ୍ଗଳ ସ୍ପର୍ଶ କରିବ ନାହିଁ।