Job 5:21 — Compare Translations
5 translations compared side by side
Odia - 1840
"ପରମେଶ୍ବର ତୁମ୍ଭକୁ ଲୋକଙ୍କ ଜିହ୍ବାର ଅନିଷ୍ଟକର ବାକ୍ଯରୁ ଉଦ୍ଧାର କରି ପାରିବେ। ପରମେଶ୍ବର ତୁମ୍ଭକୁ ରକ୍ଷା କରିବେ, ତେଣୁ ଯେତବେେଳେ ବିପଦ ଆସୁଛି, ତୁମ୍ଭେ ଭୟଭୀତ ହୁଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜିହ୍ଵାର କୋରଡ଼ା-ପ୍ରହାରରୁ ତୁମ୍ଭେ ଗୋପନରେ ରଖାଯିବ; କିଅବା ବିନାଶ ଉପସ୍ଥିତ ହେଲେ ତୁମ୍ଭେ ଭୀତ ନୋହିବ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ତୁମ୍ଭକୁ ଲୋକଙ୍କ ଜିହ୍ୱାର ଅନିଷ୍ଟକର ବାକ୍ୟରୁ ଉଦ୍ଧାର କରି ପାରିବେ। ପରମେଶ୍ୱର ତୁମ୍ଭକୁ ରକ୍ଷା କରିବେ, ତେଣୁ ଯେତେବେଳେ ବିପଦ ଆସୁଛି, ତୁମ୍ଭେ ଭୟଭୀତ ହୁଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜିହ୍ୱାର କୋରଡ଼ା-ପ୍ରହାରରୁ ତୁମ୍ଭେ ଗୋପନରେ ରଖାଯିବ; କିଅବା ବିନାଶ ଉପସ୍ଥିତ ହେଲେ ତୁମ୍ଭେ ଭୀତ ନୋହିବ।
Odia IRV 2017 (ଓଡିଆ ବାଇବେଲ)
ଜିହ୍ୱାର କୋରଡ଼ା-ପ୍ରହାରରୁ ତୁମ୍ଭେ ଗୋପନରେ ରଖାଯିବ; କିଅବା ବିନାଶ ଉପସ୍ଥିତ ହେଲେ ତୁମ୍ଭେ ଭୀତ ନୋହିବ।