Job 5:22 — Compare Translations

5 translations compared side by side

Odia - 1840
"ବିନାଶ ଓ ଦୁର୍ଭିକ୍ଷ ପ୍ରତି ତୁମ୍ଭେ ହସିପାର। ତୁମ୍ଭେ ବଣୁଆ ହିଂସ୍ର ଜନ୍ତୁକୁ ଭୟ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ବିନାଶ ଓ ଦୁର୍ଭିକ୍ଷ ପ୍ରତି ହସିବ; ଅଥବା ପୃଥିବୀର ପଶୁଗଣ ବିଷୟରେ ଭୟଗ୍ରସ୍ତ ନୋହିବ ।
Odia Bible ERV 2004 (ପବିତ୍ର ବାଇବଲ)
ବିନାଶ ଓ ଦୁର୍ଭିକ୍ଷ ପ୍ରତି ତୁମ୍ଭେ ହସିପାର। ତୁମ୍ଭେ ବଣୁଆ ହିଂସ୍ର ଜନ୍ତୁକୁ ଭୟ କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ବିନାଶ ଓ ଦୁର୍ଭିକ୍ଷ ପ୍ରତି ହସିବ; ଅଥବା ପୃଥିବୀର ପଶୁଗଣ ବିଷୟରେ ଭୟଗ୍ରସ୍ତ ନୋହିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ବିନାଶ ଓ ଦୁର୍ଭିକ୍ଷ ପ୍ରତି ହସିବ; ଅଥବା ପୃଥିବୀର ପଶୁଗଣ ବିଷୟରେ ଭୟଗ୍ରସ୍ତ ନୋହିବ।